Monday, October 5, 2026
24.7 C
Odisha

    ମେ ୧୯ ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୯ ତାରିଖରେ ପୁଣି ଓଡ଼ିଶା ଆସିବେ। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୯ ତାରିଖ ସନ୍ଧ୍ୟାରେ ନରେନ୍ଦ୍ର ମୋଦୀ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କର୍ମକର୍ତ୍ତାଙ୍କ ସମୀକ୍ଷା ବୈଠକରେ ଯୋଗ ଦେବେ। ସେ ଭୁବନେଶ୍ବରରେ ରାତ୍ରୀଯାପନ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    70 %
    0.8kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ