Thursday, April 2, 2026
37.1 C
Odisha

    ୧୭ରେ ଓଡ଼ିଶାର ୧୦ ଲକ୍ଷ ହିତାଧିକାରୀଙ୍କୁ ଆବାସ ବାଣ୍ଟିବେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେହି ଦିନ ସେ ଓଡ଼ିଶାର ୧୦ ଲକ୍ଷ ହିତାଧିକାରୀଙ୍କୁ ଆବାସ ବାଣ୍ଟିବେ। ଏନେଇ ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ।

    ଖାଲି ସେତିକି ନୁହେଁ, ଆସନ୍ତା ୧୭ ତାରିଖରେ ଭୁବନେଶ୍ବରର ଜନତା ମୈଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ବିଭିନ୍ନ ରାଜ୍ୟର ୧୦ଲକ୍ଷ ପିଏମ୍ ଆବାସ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବାଣ୍ଟିବେ ପ୍ରଧାନମନ୍ତ୍ରୀ ।ସେହି ଦିନ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି। ଡିବିଟି ମାଧ୍ୟମରେ ପ୍ରଥମ କିସ୍ତି ବାବଦକୁ ୩୧୮୦ କୋଟି ପଠାଇବେ ପ୍ରଧାନମନ୍ତ୍ରୀ ବୋଲି କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ସୂଚନା ଦେଇଛନ୍ତି। ଓଡ଼ିଶାରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    23 %
    0.8kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ