Monday, March 30, 2026
27.4 C
Odisha

    ପୁଲିସ ଗାଡ଼ି ଉପରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ବର୍ତ୍ତିଲେ ଥାନା ଅଧିକାରୀ

    ଆଗକୁ ପଢନ୍ତୁ

    ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଫେରସଗଡ଼ ଥାନା ଅଧିକାରୀ ଆକ୍ସ ମସିହା ଏକ କାର ଯୋଗେ ନିଜର ଜଣେ କନେଷ୍ଟବଳଙ୍କ ସହ ବିକାପୁର ଜିଲ୍ଲା ମୁଖ୍ୟ ପୁଲିସ କାର୍ଯ୍ୟାଳୟକୁ ଯାଉଥିଲେ। ତେବେ ସମାନପଲ୍ଲୀ ଓ ରାଣିବଦଲି ମଧ୍ୟରେ ଥିବା ଗନ୍ନମ ନାଳ ନିକଟରେ ନକ୍ସଲ ଲ୍ୟାଣ୍ଡ ମାଇନ ବିସ୍ଫୋରଣ କରିଥିଲେ। ଏଥିରେ କାରର ସାମ୍ନା ପଟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅଳ୍ପକେ ଥାନା ଅଧିକାରୀ ଏବଂ ଅନ୍ୟ କର୍ମଚାରୀ ବର୍ତ୍ତିଯାଇଥିଲେ।ଏସପି ଜିତେନ୍ଦ୍ର ଯାଦବ ଘଟଣାର ସ୍ପଷ୍ଟୀକରଣ ଦେଇଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ସର୍ଚ୍ଚ ଅପେରେସନ ଆରମ୍ଭ କରିଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.4 ° C
    27.4 °
    27.4 °
    38 %
    2.3kmh
    0 %
    Sun
    28 °
    Mon
    40 °
    Tue
    38 °
    Wed
    39 °
    Thu
    41 °

    ସମ୍ବନ୍ଧିତ