Monday, August 24, 2026
24.5 C
Odisha

    ଦେବାଶିଷ ସାମନ୍ତରାୟ ଓ ସୁଭାଶିଷ ଖୁଣ୍ଟିଆ ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; ସୋମବାର ରାଜ୍ୟସଭା ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି। ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବାରବାଟୀ- କଟକର ପୂର୍ବତନ ବିଧାୟ ହେଉଛନ୍ତି ଦେବାଶିଷ। ସେହପରି ବର୍ତ୍ତମାନ ବିଜେଡିର ଯୁବ ଉପସଭାପତି ଦାୟିତ୍ବରେ ଅଛନ୍ତି ଶୁଭାଶିଷ ଖୁଣ୍ଟିଆ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.5 ° C
    24.5 °
    24.5 °
    94 %
    1.3kmh
    100 %
    Sun
    24 °
    Mon
    27 °
    Tue
    28 °
    Wed
    28 °
    Thu
    26 °

    ସମ୍ବନ୍ଧିତ