Friday, October 2, 2026
25.2 C
Odisha

    ବିଜେଡିର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଆକ୍ରମଣ

    ଆଗକୁ ପଢନ୍ତୁ

    ଯାଜପୁର : ବିଜେଡିର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବାର ଖବର ମିଳିଛି। ଠେଙ୍ଗାରେ ପିଟି ଗାଡ଼ି ଭାଙ୍ଗିବାକୁ ଚେଷ୍ଟା କରାଯାଇଥିବା ଦେଖିବାକୁ ମିଳିଛି। ଆଜି ଯାଜପୁର ଜିଲ୍ଲା ଧର୍ମଶାଳରେ ଚାଲିଥିବା ଯଜ୍ଞରେ ଯୋଗ ଦେବାକୁ ଯିବାବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା । ନିଜର କିଛି ସମର୍ଥକଙ୍କ ସହ ପ୍ରଣବ ଏଠାକୁ ଆସୁଥିବାବେଳେ ଏଭଳି ଘଟଣା ଘଟିଛି । ଗାଁ ଭିରତକୁ ଯିବାବେଳକୁ ୫୦ରୁ ୬୦ ଜଣ ଯୁବକ ଠେଙ୍ଗାବାଡି ଧରି ପ୍ରଣବଙ୍କ ଗାଡ଼ିକୁ ଅଟକାଇଥିଲେ । ଯଜ୍ଞସ୍ଥଳକୁ ଯିବାକୁ ଦେଇନଥିଲେ। ପ୍ରଣବଙ୍କ ସହ ଆସିଥିବା ସମର୍ଥକମାନେ ଯୁବକଙ୍କ ସହ ଯୁକ୍ତିତର୍କ କରିବାରୁ ପରିସ୍ଥିତି ଗୁରୁତର ହୋଇଥିଲା। ଏନେଇ ପ୍ରଣବ କିନ୍ତୁ ଏଯାଏ ଥାନାରେ ଅଭିଯୋଗ କରିନାହାନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ