Sunday, September 20, 2026
24.1 C
Odisha

    ସାଂସଦ ପ୍ରତାପ ଷଡ଼ଙ୍ଗୀ ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଅଧିକାରୀ ନିଯୁକ୍ତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ ସଭାପତି ସୁକେଶି ଓରାମ ଏବଂ ସାଧାରଣ ସମ୍ପାଦକ ଯତୀନ ମହାନ୍ତି। ଚଳିତ ମାସରେ ସଦସ୍ୟତା ଅଭିଯାନ ଶେଷ ହେବା ପରେ ଆରମ୍ଭ ହେବ ସାଙ୍ଗଠନିକ ନିର୍ବାଚନ। ବୁଥ ସଭାପତିଠୁ ଆରମ୍ଭ କରି ଜିଲ୍ଲା ସଭାପତି, ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ସଭାପତି ନିର୍ବାଚିତ ହେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    94 %
    1.1kmh
    92 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    24 °

    ସମ୍ବନ୍ଧିତ