Thursday, April 2, 2026
25.4 C
Odisha

    ନିର୍ବାଚନ ପାଇଁ ବିଜେପି ସଂପୂର୍ଣ୍ଣ ପ୍ରସ୍ତୁତ ଅଛି: ପ୍ରତାପ ଷଡ଼ଙ୍ଗୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ଚଳଚଞ୍ଚଳ ରାଜ୍ୟ ବିଜେପି କାର୍ଯ୍ୟାଳୟ। ବରିଷ୍ଠ ନେତାମାନଙ୍କୁ ନେଇ କାର୍ଯ୍ୟାଳୟରେ ବସିଛି ବୈଠକ। ଏଥିରେ ସାମିଲ ହୋଇଛନ୍ତି ଦଳର ବରିଷ୍ଠ ନେତା। କାରଣ ନିର୍ବାଚନ ପାଇଁ ରାଜ୍ୟର ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ନେଇ କାହାକୁ ପ୍ରାର୍ଥୀ କରାଯିବ କାହାକୁ କେଉଁ ଆସନ ଦିଆଯିବ ଏବଂ ଅନ୍ୟ କର୍ମୀଙ୍କୁ କିପରି ସନ୍ତୁଷ୍ଟ କରାଯିବ ସେ ନେଇ ବୈଠକରେ ଆଲୋଚନା କରାଯାଉଥିବା ସୂଚନା ରହିଛି।
    ସଠିକ ଭାବେ ପ୍ରାର୍ଥୀଙ୍କ ତାଲିକା ପ୍ରସ୍ତୁତ ହେଲେ ଏହାକୁ ଦିଲ୍ଲୀ ପଠାଯିବ। ତେଣୁ ଏହା ଉପରେ ବରିଷ୍ଠ ନେତା ତଥା କେନ୍ଦ୍ରରୁ ଆସିଥିବା ବରିଷ୍ଠ ନେତାଙ୍କୁ ନେଇ ବିଚାରବିମର୍ଶ ଚାଲିଥିବା ସୂଚନା ରହିଛି।

    ଏଣେ ଏନେଇ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ନିର୍ବାଚନ ପାଇଁ ବିଜେପି ସଂପୂର୍ଣ୍ଣ ପ୍ରସ୍ତୁତ ଅଛି। ପୂରା ଦମ୍‌ରେ ଲଢ଼ିବା ପାଇଁ ଦଳ ପ୍ରସ୍ତୁତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    49 %
    1.5kmh
    0 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    34 °

    ସମ୍ବନ୍ଧିତ