Sunday, September 20, 2026
24.4 C
Odisha

    ରାଷ୍ଟ୍ରପତି ଘରକୁ ଯାଇ ଆଡଭାଣୀଙ୍କୁ ‘ଭାରତ ରତ୍ନ’ ସମ୍ମାନରେ କଲେ ସମ୍ମାନିତ

    ଆଗକୁ ପଢନ୍ତୁ

    ଦେଶର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାଣୀଙ୍କୁ ସର୍ବୋଚ୍ଚ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଡଭାଣୀଙ୍କ ସ୍ୱାସ୍ଥାବସ୍ଥା ଖରାପ ଥିବାରୁ ରାଷ୍ଟ୍ରପତି ତାଙ୍କ ବାସଭବନକୁ ଯାଇ ଏହି ସମ୍ମାନ ପ୍ରଦାନ କରିଛନ୍ତି । ସେଠାରେ ଉପସ୍ଥିତ ଥିଲେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିତ୍ୱ ।
    ସ୍ୱାସ୍ଥାବସ୍ଥା ଠିକ ନଥିବାରୁ ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ଉପସ୍ଥିତ ହୋଇପାରିନଥିଲେ ଆଡଭାଣୀ । ଏଠାରେ ୪ ଜଣ ବ୍ୟକ୍ତିତ୍ୱ ପୂର୍ବତନ ପ୍ରଧାନମନ୍ତ୍ରୀ ପିଭି ନରସିଂହ ରାଓ, ଚୌଧୁରୀ ଚରଣ ସିଂ, ବିଶିଷ୍ଟ କୃଷି ବୈଜ୍ଞାନିକ ଏମଏସ ସ୍ୱାମୀନାଥନ ଏବଂ କର୍ପୂରୀ ଠାକୁରଙ୍କୁ ମରଣୋତ୍ତର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.4 ° C
    24.4 °
    24.4 °
    94 %
    1.2kmh
    49 %
    Sun
    24 °
    Mon
    30 °
    Tue
    28 °
    Wed
    29 °
    Thu
    24 °

    ସମ୍ବନ୍ଧିତ