Wednesday, September 10, 2025
25.7 C
Odisha

    ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୩ ଓ ୨୪ ଦୁଇ ଦିନ ଧରି ଓଡ଼ିଶାରେ ରହିବେ । କାର୍ଯ୍ୟସୂଚୀ ଅନୁଯାୟୀ, ୨୩ରେ ରାଷ୍ଟ୍ରପତି ନିଜ ଗାଁ ରାଇରଙ୍ଗପୁର ଆସିବେ । ସେଠାରେ ନିଜ ଘରେ ରାତ୍ରୀଯାପନ କରିବେ । ୨୪ ତାରିଖରେ ମୟୂରଭଞ୍ଜ ଏୟାରପୋର୍ଟରୁ ବାହାରି ପୁରୀ ଅଭିମୁଖେ ଯାତ୍ରା କରିବେ। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତ୍ରୀ ଉତ୍ସବରେ ମୁଖ୍ୟ ଅତିତି ଭାବେ ଯୋଗଦେବ ।

    ସେଠାରୁ ରାଜଭବନ ଯାଇ ବି,ସ୍ରାମ ନେବ ପରେ ଭୁବନେଶ୍ବର ବିମାନବନ୍ଦର ଅଭିମୁଖେ ଯାତ୍ରା କରିବେ । ଅପରାହ୍ଣ ୪ଟା ୨୫ରେ ଓୟୁଏଟି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ପରେ ଭୁବନେଶ୍ବର ନୂଆ ଜୁଡିସିଆଲ କମ୍ପ୍ଲେସ୍କର ଶୁଭାରମ୍ଭ କରିବେ। ପରେ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    85 %
    1.5kmh
    8 %
    Wed
    25 °
    Thu
    31 °
    Fri
    32 °
    Sat
    30 °
    Sun
    32 °

    ସମ୍ବନ୍ଧିତ