Thursday, April 9, 2026
25.9 C
Odisha

    ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଗାମୀ ଜୁଲାଇ ୬ ତାରିଖରେ ଓଡ଼ିଶା ଆସିବେ ବୋଲି ଜଣାଯାଇଛି। ସେ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ଏହାପରେ ସେ ଜୁଲାଇ ୬ରୁ ୯ ତାରିଖ ମଧ୍ୟରେ ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ଏବେଠାରୁ ଆରମ୍ଭ ପ୍ରସ୍ତୁତି ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୯ ତାରିଖରେ ନାଇଜରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ବୋଲି ଜଣାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.9 ° C
    25.9 °
    25.9 °
    57 %
    0.6kmh
    100 %
    Thu
    37 °
    Fri
    37 °
    Sat
    38 °
    Sun
    41 °
    Mon
    42 °

    ସମ୍ବନ୍ଧିତ