Friday, March 20, 2026
21 C
Odisha

    ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି । ବଖାଣିଲେ ସମୃଦ୍ଧ ଓଡିଶାର ଗାଥା

    ଆଗକୁ ପଢନ୍ତୁ

    ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶା ତାର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ । ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ଓଡ଼ିଶା ଜନ ସାଧାରଣଙ୍କର ରହିଛି ଏବଂ ରାଜ୍ୟ ତଥା ଦେଶର ବିକାଶରେ ଓଡ଼ିଶାବାସୀଙ୍କର ବଡ଼ ଅବଦାନ ଥିବା ନିଜ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ । ରାଜ୍ୟ ଓ ରାଜ୍ୟବାସୀଙ୍କ ସଫଳତା ଏବଂ ସମୃଦ୍ଧି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21 ° C
    21 °
    21 °
    56 %
    1.1kmh
    100 %
    Fri
    33 °
    Sat
    33 °
    Sun
    34 °
    Mon
    35 °
    Tue
    37 °

    ସମ୍ବନ୍ଧିତ