Saturday, June 20, 2026
26.3 C
Odisha

    ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଜାତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ୱ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,୧୭।୨: ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ନିର୍ବାଚନ କମିଶନର । ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦର ବ୍ୟବହାର ରୋକିବାକୁ ଜାତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ୱ ଦେଇଛନ୍ତି। ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗଙ୍କ ବୈଠକ ହୋଇଛି।
    ଏହି ବୈଠକରେ ବିଏସଏଫ୍ର ଅଧିକାରୀ, ରିଜର୍ଭ ବ୍ୟାଙ୍କର ଅଧିକାରୀ, ପୋଷ୍ଟାଲର ଅଧିକାରୀ, ବିମାନ ବନ୍ଦର ନିର୍ଦ୍ଦେଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଅଛନ୍ତି । ଏହା ପରେ ଆଉ ଏକ ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପୋଲିସ ଡିିଜିଙ୍କ ଭଳି ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.3 ° C
    26.3 °
    26.3 °
    78 %
    1.1kmh
    100 %
    Sat
    37 °
    Sun
    31 °
    Mon
    36 °
    Tue
    37 °
    Wed
    37 °

    ସମ୍ବନ୍ଧିତ