Saturday, September 12, 2026
23.8 C
Odisha

    ପୁରୀରେ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ସକାଳେ ପୁରୀରେ ପହଞ୍ଚିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ଅବତରଣ କରିଛନ୍ତି। ତାଳବଣିଆ ହେଲିପ୍ୟାଡରୁ ସିଧାସଳଖ ଶ୍ରୀମନ୍ଦିର ଅଭିମୁଖେ ଯିବେ। ସେଠାରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ବିଶାଳ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୮ଟାରେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି । ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    95 %
    2.9kmh
    99 %
    Sat
    25 °
    Sun
    30 °
    Mon
    31 °
    Tue
    30 °
    Wed
    31 °

    ସମ୍ବନ୍ଧିତ