Thursday, April 9, 2026
25.5 C
Odisha

    ଓଡ଼ିଶାର ୨୦ ସମେତ ଦେଶର ୨ ହଜାରରୁ ଅଧିକ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    କୋରାପୁଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାକୁ ବଡ଼ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଓଡ଼ିଶାର ୨୦ଟି ରେଳଷ୍ଟେସନର ଭିତ୍ତି ପ୍ରସ୍ତର ସ୍ଥାପନ ଓ ନବୀକରଣ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଭିସି ଜରିଆରେ କୋରାପୁଟ ଓ ଜୟପୁର ରେଳଷ୍ଟେସନର ଭିତ୍ତି ପ୍ରସ୍ତର ପ୍ରକଳ୍ପ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶର ୫୫୩ ଷ୍ଟେସନର ନବୀକରଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ।
    ଭିସି ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶ ତମାମ ୨ ହଜାରରୁ ଅଧିକ ରେଳ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.5 ° C
    25.5 °
    25.5 °
    65 %
    1.5kmh
    22 %
    Wed
    26 °
    Thu
    37 °
    Fri
    37 °
    Sat
    39 °
    Sun
    42 °

    ସମ୍ବନ୍ଧିତ