Monday, March 9, 2026
36.7 C
Odisha

    ଆସନ୍ତାକାଲି ପୁରୀରେ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ: ଗସ୍ତ ପୂର୍ବରୁ ବଡଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡାକଡି

    ଆଗକୁ ପଢନ୍ତୁ

    ଆସନ୍ତାକାଲି ପୁରୀରେ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ । ଗସ୍ତ ପୂର୍ବରୁ ବଡଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ମୋଦୀଙ୍କ ପୂଜାର୍ଚ୍ଚନାର ଘଂଟାଏ ପୂର୍ବରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଏହାପରେ ସକାଳ ୮ରୁ ୯ ଯାଏ ରହିଛି ରୋଡ ଶୋ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ଥିବା ବେଳେ ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚି ସିଧା ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯିବେ । କାର୍ଯ୍ୟାଳୟ ପରିସରରେ ସୁୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଜ୍ୟ ବିଜେପି ନିର୍ବାଚନ ପରିଚାଳନା ସମିତି କର୍ମକର୍ତାଙ୍କୁ ପ୍ରଧାନମନ୍ତ୍ରୀ ଗୁରୁମନ୍ତ୍ର ଦେବେ । ଯାହାକୁ ନେଇ ବିଜେପି ଶିବିରରେ ଉତ୍ସାହର ମାହୋଲ ଦେଖିବାକ ୁ ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.7 ° C
    36.7 °
    36.7 °
    21 %
    2.4kmh
    0 %
    Mon
    35 °
    Tue
    38 °
    Wed
    39 °
    Thu
    39 °
    Fri
    40 °

    ସମ୍ବନ୍ଧିତ