Wednesday, November 26, 2025
25.7 C
Odisha

    ରାଜ୍ୟ କାର୍ଯ୍ୟାଳୟରେ ୨ ଘଣ୍ଟା ସାଂସଦ, ମନ୍ତ୍ରୀ, ବିଧାୟକଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ : ଗୋଲକ ମହାପାତ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତାକାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହଣ ୪ଟା ୨୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଏହାପରେ ୪ଟା ୩୦ରେ ବିମାନବନ୍ଦର ପାଖରେ ଏକ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ସଭା ପରେ ପ୍ରଧାନମନ୍ତ୍ରୀ ସିଧାସଳଖ ରାଜଭବନ ଯିବେ । ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତି ରାସ୍ତାର ଉଭୟ ପାର୍ଶରେ ଜନତା ଉପସ୍ଥିତ ରହିବେ ।  ସଂଧ୍ୟା ୬ଟା ୩୦ ରେ ରାଜଭବନରୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଆସିବେ ।  ବିଜେପି ରାଜ୍ୟ କାର୍ଯ୍ୟାଳୟରେ ୨ ଘଣ୍ଟା ପର୍ଯନ୍ତ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ କାଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ଏହାପରେ ପୁଣି ରାଜଭବନ ଫେରିଯିବେ ପ୍ରଧାନମନ୍ତ୍ରୀ  ବୋଲି କହିଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର  ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    34 %
    2.8kmh
    0 %
    Wed
    26 °
    Thu
    26 °
    Fri
    26 °
    Sat
    26 °
    Sun
    25 °

    ସମ୍ବନ୍ଧିତ