Monday, September 28, 2026
29.4 C
Odisha

    ବରଗଡ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଆରପାରିରେ ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଳାକାର ତଥା ପୂର୍ବତନ କଂସ ମହାରାଜ ଗୋପାଳ ସାହୁ । ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ବରଗଡ଼ରେ ଦୀର୍ଘ ୨୩ ବର୍ଷ ଧରି ସେ ଅଭିନୟ କରିଆସୁଥିଲେ । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ହେଉଥିଲା। ଆଜି ସକାଳୁ ତାଙ୍କର ମୁତ୍ୟୁ ଘଟିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.4 ° C
    29.4 °
    29.4 °
    68 %
    2.9kmh
    13 %
    Mon
    28 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ