ପ୍ରମୋଦ ଭଗତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜଣାଇଲେ ଶୁଭେଚ୍ଛା

ପ୍ରମୋଦ ଭଗତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜଣାଇଲେ ଶୁଭେଚ୍ଛା
ପ୍ରମୋଦ ଭଗତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜଣାଇଲେ ଶୁଭେଚ୍ଛା

ପାରା ଅଲିମ୍ପିକ୍‌ସରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁର୍ଆଲରେ କଥା ହୋଇ ଅଦ୍‌ଭୁତ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଟୋକିଓ ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନରେ ଚମତ୍କାର ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ସେହିପରି ରାଜ୍ୟରେ କ୍ରୀଡ଼ା କ୍ଷେତ୍ରକୁ ନିରବଚ୍ଛିନ୍ନ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରମୋଦ ।