Monday, March 30, 2026
33.2 C
Odisha

    PUCC ନଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ, ହାଇକୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଜରିମାନା ନ ଭରିଲେ ପଲ୍ୟୁସନ ସାର୍ଟିଫିକେଟ ମିଳିବ ନାହିଁ ବୋଲି ରହିଛି କ୍ଷମତା । ମୋଟର ଭେହିକଲ ଆଇନ ୧୬୭ ଧାରା ଅନୁଯାୟୀ ଏହି କ୍ଷମତା ମିଳିଥିବା ପରିବହନ କମିଶନରଙ୍କ ପକ୍ଷରୁ ଯୁକ୍ତି । ଏହାକୁ ଗ୍ରହଣ କଲେ ନାହିଁ ହାଇକୋର୍ଟ । ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ସଂଶୋଧନ କରି ସତ୍ୟପାଠ ଦାଖଲ କରିବାକୁ ପରିବହନ କମିଶନରଙ୍କୁ ନିର୍ଦ୍ଦେଶ । ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି । PUCC ନଥିଲେ ପେଟ୍ରୋଲ ମନା ନିର୍ଦ୍ଦେଶ ପ୍ରତ୍ୟାହୃତ । ପ୍ରତ୍ୟାହୃତ ହୋଇଥିବା ହାଇକୋର୍ଟଙ୍କୁ ଜଣାଇଲେ ରାଜ୍ୟ ସରକାର । ସତ୍ୟପାଠ ମାଧ୍ୟମରେ ହାଇକୋର୍ଟଙ୍କୁ ଅବଗତ କଲେ ରାଜ୍ୟ ସରକାର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.2 ° C
    33.2 °
    33.2 °
    22 %
    1.2kmh
    97 %
    Mon
    33 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ