Friday, October 9, 2026
30.5 C
Odisha

    PUCC ନେଇ ପରିବହନ ମନ୍ତ୍ରୀଙ୍କ ବଡ଼ ସୂଚନା, ୧୦ ହଜାର ଟଙ୍କା ଫାଇନକୁ କମ୍ କରିବାକୁ ଚାଲିଛି ଆଲୋଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : PUCC ଫାଇନ୍ କମାଇବା ଯୋଜନା ଚାଲିଛି । ୧୦ ହଜାର ଟଙ୍କା ଫାଇନକୁ କମ୍ କରିବାକୁ ଆଲୋଚନା ହେଉଛି । ରାଜ୍ୟରେ ବାୟୁ ପ୍ରଦୂଷଣ ନେଇ PUCC ନିୟମ କଡ଼ାକଡ଼ି ହୋଇଥିଲା । ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଲେ ମନ୍ତ୍ରୀ । ଏବେ ଟୋଲ ଗେଟରେ PUCC ଜରିମାନା କମ୍ କରିବାକୁ ଯୋଜନା ଚାଲିଛି ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ବକେୟା ଚାଲାଣ ପୈଠ ନକଲେ ହୋଇପାରିବନି PUCC । PUCC ପୂର୍ବରୁ ବକେୟା ଚାଲାଣ ଭରିବା ବାଧ୍ୟତାମୂଳକ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    50 %
    3.4kmh
    0 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ