Tuesday, December 16, 2025
18.8 C
Odisha

    ଇଣ୍ଡିଆ ମେଣ୍ଟକୁ ପୁଣି ଝଟକା: ପଞ୍ଜାବ ପରେ ହରିୟାଣାରେ ଏକାକୀ ନିର୍ବାଚନ ଲଢ଼ିବ ଆପ୍

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଇଣ୍ଡିଆ ମେଣ୍ଟକୁ ପୁଣି ଝଟକା ଲାଗିଛି । ଆମ୍ ଆଦମୀ ପାର୍ଟି ପଞ୍ଜାବରେ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବାବେଳେ ହରିୟାଣାରେ ମଧ୍ୟ ଏକୁଟିଆ ନିର୍ବାଚନରେ ଲଢ଼ିବାକୁ ଘୋଷଣା କରିଛି। ଆପ ହରିୟାଣାରେ ଏକାକୀ ଲୋକସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛି। ହରିୟାଣାର ଆପ ନେତା ସୁଶୀଲ ଗୁପ୍ତା କହିଛନ୍ତି ଯେ, ହରିୟାଣାର ୯୦ଟି ବିଧାନସଭା ଆସନରେ ଏକାକୀ ନିର୍ବାଚନ ଲଢ଼ିବୁ। ସେହିପରି ଲୋକସଭା ନିର୍ବାଚନରେ ମଧ୍ୟ ଆମେ ଏକାକୀ ​​ପ୍ରତିଦ୍ୱନ୍ଦ୍ୱିତା କରିବୁ। ଏହାପୂର୍ବରୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଆଗାମୀ ଲୋକସଭା ନିର୍ବାଚନରେ ​​ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.8 ° C
    18.8 °
    18.8 °
    49 %
    1.3kmh
    7 %
    Tue
    18 °
    Wed
    28 °
    Thu
    27 °
    Fri
    26 °
    Sat
    26 °

    ସମ୍ବନ୍ଧିତ