Friday, June 26, 2026
26.3 C
Odisha

    ଇଣ୍ଡିଆ ମେଣ୍ଟକୁ ପୁଣି ଝଟକା: ପଞ୍ଜାବ ପରେ ହରିୟାଣାରେ ଏକାକୀ ନିର୍ବାଚନ ଲଢ଼ିବ ଆପ୍

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଇଣ୍ଡିଆ ମେଣ୍ଟକୁ ପୁଣି ଝଟକା ଲାଗିଛି । ଆମ୍ ଆଦମୀ ପାର୍ଟି ପଞ୍ଜାବରେ ଏକାକୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବାବେଳେ ହରିୟାଣାରେ ମଧ୍ୟ ଏକୁଟିଆ ନିର୍ବାଚନରେ ଲଢ଼ିବାକୁ ଘୋଷଣା କରିଛି। ଆପ ହରିୟାଣାରେ ଏକାକୀ ଲୋକସଭା ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛି। ହରିୟାଣାର ଆପ ନେତା ସୁଶୀଲ ଗୁପ୍ତା କହିଛନ୍ତି ଯେ, ହରିୟାଣାର ୯୦ଟି ବିଧାନସଭା ଆସନରେ ଏକାକୀ ନିର୍ବାଚନ ଲଢ଼ିବୁ। ସେହିପରି ଲୋକସଭା ନିର୍ବାଚନରେ ମଧ୍ୟ ଆମେ ଏକାକୀ ​​ପ୍ରତିଦ୍ୱନ୍ଦ୍ୱିତା କରିବୁ। ଏହାପୂର୍ବରୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଆଗାମୀ ଲୋକସଭା ନିର୍ବାଚନରେ ​​ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    26.3 ° C
    26.3 °
    26.3 °
    80 %
    0.7kmh
    43 %
    Fri
    37 °
    Sat
    38 °
    Sun
    37 °
    Mon
    38 °
    Tue
    33 °

    ସମ୍ବନ୍ଧିତ