Thursday, May 15, 2025
33.3 C
Odisha

    ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା

    ଆଗକୁ ପଢନ୍ତୁ

    ପୁରୀ:ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ପୁରୀ ପୁଲିସ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା ସହିତ ଭିତରେ ମୋବାଇଲ ଦ୍ୱାରା ଫୋଟୋ ଉତ୍ତୋଳନକୁ ବାରଣ କରାଯାଇଛି । ଏହା ଉପରେ ସ୍ୱତନ୍ତ୍ର ନଜର ରଖିବ ପୁରୀ ପୁଲିସ। ପ୍ରାଥମିକ ଭାବେ ଏ ନେଇ ପୁଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡା ପଦକ୍ଷେପ ନିଆଯିବ। ପୁଲିସର ଏପରି ପଦକ୍ଷେପକୁ ସେବାୟତ ବୁଦ୍ଧିଜୀବୀ ସ୍ୱାଗତ କରିବା ସହ ପ୍ରଶଂସା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.3 ° C
    33.3 °
    33.3 °
    42 %
    0.4kmh
    17 %
    Thu
    40 °
    Fri
    42 °
    Sat
    42 °
    Sun
    42 °
    Mon
    41 °

    ସମ୍ବନ୍ଧିତ