Tuesday, September 29, 2026
30.1 C
Odisha

    ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ  ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    61 %
    3kmh
    10 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ