Monday, March 30, 2026
37.6 C
Odisha

    ପୁରୀ ବାଣ ବିସ୍ଫୋଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି । ସେପଟେ ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ

    ଆଗକୁ ପଢନ୍ତୁ

    ପୁରୀ ବାଣ ବିସ୍ଫୋଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି । ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଯୋଗାଇଦେବାକୁ ଏସଆରସି ପ୍ରେସରିଲିଜ ଜାରି କରି ସୂଚନା ଦେଇଛନ୍ତି । ଅନ୍ୟପଟେ ୨୬ ଜଣ ଆହତ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ସେପଟେ ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ । ପ୍ରତ୍ୟେକ କ୍ଷତିଗ୍ରସ୍ତଙ୍କୁ ୩୦ ଲକ୍ଷ ଟଙ୍କାର ସହାୟତା ଓ ଅନ୍ୟାନ ସୁବିଧା ଯୋଗାଇଦେବାକୁ ଦାବି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    37.6 ° C
    37.6 °
    37.6 °
    15 %
    1.5kmh
    43 %
    Mon
    38 °
    Tue
    39 °
    Wed
    39 °
    Thu
    41 °
    Fri
    40 °

    ସମ୍ବନ୍ଧିତ