Wednesday, October 23, 2024
21.7 C
Odisha

    ପୁରୀ ବାଣ ବିସ୍ଫୋଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି । ସେପଟେ ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ

    ଆଗକୁ ପଢନ୍ତୁ

    ପୁରୀ ବାଣ ବିସ୍ଫୋଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି । ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଯୋଗାଇଦେବାକୁ ଏସଆରସି ପ୍ରେସରିଲିଜ ଜାରି କରି ସୂଚନା ଦେଇଛନ୍ତି । ଅନ୍ୟପଟେ ୨୬ ଜଣ ଆହତ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ସେପଟେ ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ । ପ୍ରତ୍ୟେକ କ୍ଷତିଗ୍ରସ୍ତଙ୍କୁ ୩୦ ଲକ୍ଷ ଟଙ୍କାର ସହାୟତା ଓ ଅନ୍ୟାନ ସୁବିଧା ଯୋଗାଇଦେବାକୁ ଦାବି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ