Sunday, April 5, 2026
27.8 C
Odisha

    ୩୦ ଏପ୍ରିଲ ସୁଦ୍ଧା ସରିବ ପୁରୀ ଜଗମୋହନ ନାଟମଣ୍ଡପ ମରାମତି

    ଆଗକୁ ପଢନ୍ତୁ

    ଆସନ୍ତା ଏପ୍ରିଲ ୩୦ ଭିତରେ ସରିବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି । ଏନେଇ ହାଇକୋର୍ଟକୁ ଜଣାଇଛି ଏଏସଆଇ । ହାଇକୋର୍ଟ ଏନେଇ ପରବର୍ତ୍ତୀ ଶୁଣାଣି ପୂର୍ବରୁ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ସପ୍ତାହରେ ମାମଲାର ପରବର୍ତୀ ଶୁଣାଣି ହେବ । ଆମିକସ୍ କ୍ୟୁରି ନାଟମଣ୍ଡପ ମରାମତି କାମ ଜାରି ରହିଥିବା ନେଇ କୋର୍ଟଙ୍କୁ ଅବଗତ କରାଇଛନ୍ତି । ଏଏସଆଇର ମରାମତି କାମ ଅନୁଧ୍ୟାନ କରିବା ପାଇଁ ହାଇକୋର୍ଟ ଆମିକସ୍ କ୍ୟୁରିଙ୍କୁ ନିଯୁକ୍ତ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.8 ° C
    27.8 °
    27.8 °
    45 %
    2kmh
    99 %
    Sat
    27 °
    Sun
    36 °
    Mon
    38 °
    Tue
    37 °
    Wed
    38 °

    ସମ୍ବନ୍ଧିତ