Saturday, October 3, 2026
30.8 C
Odisha

    ଆର୍ ସନ୍ଥଗୋପାଳନ ମୁଖ୍ୟ ନିର୍ବାଚନ ଅଧିକାରୀ ନିଯୁକ୍ତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଇଏଏସ୍ ଅଫିସର ଆର୍ ସନ୍ଥଗୋପାଳନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପଦବିରେ ନିଯୁକ୍ତି ପାଇଁଛନ୍ତି। ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତ କରାଯାଇଛି । ଏନେଇ ଭାରତୀୟ ନିର୍ବାଚନ କମିସନ (ଇସିଆଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ତେବେ ଏହା ପୂର୍ବରୁ ସିିିଇଓ ଥିବା ନିକୁଞ୍ଜ ବିହାରୀ ଧଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିବା ପରେ, ରାଜ୍ୟର ନୂଆ ସିଇଓ କିଏ ହେବ, ତାକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଥିଲା। ଆଉ ଶେଷରେ ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ମିଳିଛି ଏହି ଗୁରୁ ଦାୟିତ୍ୱ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    54 %
    2.9kmh
    5 %
    Sat
    31 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ