Wednesday, September 9, 2026
30.9 C
Odisha

    ବିଜେପି ଛାଡି ବିଜେଡିରେ ଯୋଗଦେଲେ ପୂର୍ବତନ ବିଧାୟିକା ରାଧାରାଣୀ

    ଆଗକୁ ପଢନ୍ତୁ

    ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି ବ୍ରଜରାଜନଗରର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା। ରାଧାରାଣୀ ପଣ୍ଡା ଦଳୀୟ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ ବିଜେପିରୁ ଇସ୍ତଫା ଦେଇଛନ୍ତି। ଆଜି ବିଜେପି ରାଜ୍ୟ ସଭାପତିଙ୍କୁ ରାଧାରାଣୀ ପଣ୍ଡା ତାଙ୍କର ଇସ୍ତଫା ପତ୍ର ପଠାଇ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ବିଜେପିରୁ ଇସ୍ତଫା ଦେବା ପରେ ବ୍ରଜରାଜନଗରର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି ରାଧାରାଣୀ ପଣ୍ଡା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.9 ° C
    30.9 °
    30.9 °
    63 %
    3.4kmh
    99 %
    Wed
    31 °
    Thu
    28 °
    Fri
    28 °
    Sat
    28 °
    Sun
    28 °

    ସମ୍ବନ୍ଧିତ