Friday, March 27, 2026
25.4 C
Odisha

    ବୀରମହାରାଜପୁରରେ ନାମାଙ୍କନପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ରଘୁ ଜଗଦଲା

    ଆଗକୁ ପଢନ୍ତୁ

    ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ଦିନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ଇଂଜିନିୟର ରଘୁନାଥ ଜଗଦଲା। ଗୁରୁବାର ଶୁଭ ଲଗ୍ନ ଦେଖି ବୀରମହାରାଜପୁର ଉପଜିଲ୍ଲାପାଳ ଲଲାଟେନ୍ଦୁ ସିଂଙ୍କ ପାଖରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତାଙ୍କ ସହିତ ଆଇନଜୀବୀ ସତ୍ୟ ବ୍ରତ ମିଶ୍ର, ସୁମନ୍ତ ଜଗଦଲା ପ୍ରମୁଖ ସାମିଲ ହୋଇଥିଲେ। ଆସନ୍ତାକାଲି (ଶୁକ୍ରବାର) ବିଜେପି ରାଲି କରି ଶକ୍ତି ପ୍ରଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    32 %
    1.4kmh
    0 %
    Thu
    26 °
    Fri
    39 °
    Sat
    39 °
    Sun
    40 °
    Mon
    41 °

    ସମ୍ବନ୍ଧିତ