Saturday, March 14, 2026
22 C
Odisha

    ରାହୁଲଙ୍କ ନାଁରେ ମାମଲା ରୁଜୁ କରିବାକୁ ପୁଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଲେ ଆସାମ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ମଙ୍ଗଳବାର ଦିନ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରା ସମୟରେ ଗୁଆହାଟୀରେ ହଙ୍ଗାମା ହୋଇଛି। କଂଗ୍ରେସର ଭାରତ ଯୋଡ ନ୍ୟାୟ ଯାତ୍ରାକୁ ଗୌହାଟୀରେ ପ୍ରବେଶ ପୂର୍ବରୁ ଆସାମ ପୁଲିସ ଅଟକାଇଥିଲା। ଯାହାପରେ ପୁଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହି ସମୟରେ କଂଗ୍ରେସ କର୍ମୀମାନେ ଯାତ୍ରା ବନ୍ଦ କରିବା ପାଇଁ ଲଗାଯାଇଥିବା ବ୍ୟାରିକେଡ ଭାଙ୍ଗିଥିଲେ। ଯାହାକୁ ନେଇ ରାହୁଲ ଗାନ୍ଧୀଙ୍କ ନାଁରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଆସାମ ପୁଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଶୃଙ୍ଖଳା ସୃଷ୍ଟି କରିବାକୁ ଭିଡ଼କୁ ଉସୁକାଇଥିବା ଅଭିଯୋଗ କରି ସେ ଏହି ଆଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    43 %
    1.5kmh
    0 %
    Sat
    38 °
    Sun
    38 °
    Mon
    39 °
    Tue
    38 °
    Wed
    36 °

    ସମ୍ବନ୍ଧିତ