Wednesday, March 25, 2026
25.5 C
Odisha

    ୬ ବର୍ଷ ତଳର ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି, ଉତରପ୍ରଦେଶର ସୁଲତାନପୁର କୋର୍ଟରୁ ମିଳିଲା ଜାମିନ

    ଆଗକୁ ପଢନ୍ତୁ

    ୬ ବର୍ଷ ତଳର ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଲା ଆଶ୍ୱସ୍ତି । ଉତରପ୍ରଦେଶର ସୁଲତାନପୁର କୋର୍ଟରୁ ମିଳିଛି ଜାମିନ । ୨୫ ହଜାର ଟଙ୍କାର ବେଲ ବଣ୍ଡ ବଦଳରେ ରାହୁଲଙ୍କୁ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ୨୦୧୮ ମସିହାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ ରାହୁଲ । ଏହି ଘଟଣାରେ ବିଜେପି ନେତା ବିଜୟ ମିଶ୍ରା କୋର୍ଟରେ ମାନହାନି ମାମଲା ରୁଜୁ କରିଥିଲେ । ଏହି ମାମଲାରେ ଆଜି ରାହୁଲ ସୁଲତାନପୁର କୋର୍ଟରେ ହାଜର ହେବା ସହ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ନ୍ୟାୟାଳୟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.5 ° C
    25.5 °
    25.5 °
    64 %
    2.1kmh
    39 %
    Wed
    26 °
    Thu
    38 °
    Fri
    40 °
    Sat
    40 °
    Sun
    41 °

    ସମ୍ବନ୍ଧିତ