Saturday, July 5, 2025
24.2 C
Odisha

    ୬ ବର୍ଷ ତଳର ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି, ଉତରପ୍ରଦେଶର ସୁଲତାନପୁର କୋର୍ଟରୁ ମିଳିଲା ଜାମିନ

    ଆଗକୁ ପଢନ୍ତୁ

    ୬ ବର୍ଷ ତଳର ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମିଳିଲା ଆଶ୍ୱସ୍ତି । ଉତରପ୍ରଦେଶର ସୁଲତାନପୁର କୋର୍ଟରୁ ମିଳିଛି ଜାମିନ । ୨୫ ହଜାର ଟଙ୍କାର ବେଲ ବଣ୍ଡ ବଦଳରେ ରାହୁଲଙ୍କୁ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ୨୦୧୮ ମସିହାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ ରାହୁଲ । ଏହି ଘଟଣାରେ ବିଜେପି ନେତା ବିଜୟ ମିଶ୍ରା କୋର୍ଟରେ ମାନହାନି ମାମଲା ରୁଜୁ କରିଥିଲେ । ଏହି ମାମଲାରେ ଆଜି ରାହୁଲ ସୁଲତାନପୁର କୋର୍ଟରେ ହାଜର ହେବା ସହ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି ନ୍ୟାୟାଳୟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    92 %
    3.3kmh
    100 %
    Sat
    24 °
    Sun
    25 °
    Mon
    28 °
    Tue
    25 °
    Wed
    25 °

    ସମ୍ବନ୍ଧିତ