Saturday, October 10, 2026
24.5 C
Odisha

    ଆସନ୍ତା ୨୮ରେ ଓଡିଶା ଆସିପାରନ୍ତି ରାହୁଲ ଗାନ୍ଧୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୨୮ରେ ଓଡିଶା ଆସିପାରନ୍ତି ରାହୁଲ ଗାନ୍ଧୀ | କଟକ ଜିଲ୍ଲା ସାଲେପୁରରେ ବିଶାଳ ସମାବେଶ କରିବାର ସମ୍ଭାବନା ଥିବାବେଳେ ରାୟଗଡା, ବ୍ରହ୍ମପୁରରେ ମଧ୍ୟ କଂଗ୍ରେସ ପାଇଁ ରାହୁଲ ପ୍ରଚାର କରିବେ | ଓଡିଶା ପ୍ରଭାରୀ ଅଜୟ କୁମାର ଏହି ସୂଚନା ଦେଇଛନ୍ତି | ସେ କହିଛନ୍ତି ଯେ ଆସନ୍ତାକାଲି ଭିତରେ ରାହୁଲଙ୍କ କାର୍ଯ୍ୟକ୍ରମ ଫାଇନାଲ ହେବ | ସେହିପରି ବଲାଙ୍ଗୀରକୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଓ ନବରଙ୍ଗପୁରରେ ପ୍ରିୟଙ୍କା ଗାନ୍ଧୀ ଆସି ପ୍ରଚାର କରିବା ପାଇଁ ଅନୁରୋଧ କରାଯାଇଛି |

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    77 %
    0.4kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ