Saturday, November 1, 2025
22.3 C
Odisha

    ଫେବୃଆରୀ ୬ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧୀ

    ଆଗକୁ ପଢନ୍ତୁ

    ଆସନ୍ତା ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଂଚିବେ ରାହୁଲ ଗାନ୍ଧୀ । ୬ ତାରିଖ ସଂଧ୍ୟାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା ସୁନ୍ଦରଗଡ଼ ବୀରମିତ୍ରପୁରରେ ପହଂଚିବ । ସେଠାରେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରାଯିବ । ସୁନ୍ଦରଗଡ଼ରେ ରାହୁଲ ଗାନ୍ଧୀ ରୋଡ୍ ସୋ’ କରିବେ । ତିନିଟି ସାଂଗଠନିକ ଜିଲ୍ଲାରେ ରାହୁଲଙ୍କ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି । ୭ ଓ ୮ ତାରିଖରେ ସେ ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା କରିବେ । ଓଡ଼ିଶାରେ ରାହୁଲ ଗାନ୍ଧୀ ପ୍ରାୟ ୨ ଶହ କିଲୋମିଟର ପଦଯାତ୍ରା କରିବେ ବୋଲି ପିସିସି ସଭାପତି ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.3 ° C
    22.3 °
    22.3 °
    89 %
    1.5kmh
    20 %
    Fri
    22 °
    Sat
    28 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ