Saturday, August 29, 2026
24.4 C
Odisha

    ଫେବୃଆରୀ ୬ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧୀ

    ଆଗକୁ ପଢନ୍ତୁ

    ଆସନ୍ତା ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ଭାରତ ଯୋଡ଼ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଂଚିବେ ରାହୁଲ ଗାନ୍ଧୀ । ୬ ତାରିଖ ସଂଧ୍ୟାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା ସୁନ୍ଦରଗଡ଼ ବୀରମିତ୍ରପୁରରେ ପହଂଚିବ । ସେଠାରେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରାଯିବ । ସୁନ୍ଦରଗଡ଼ରେ ରାହୁଲ ଗାନ୍ଧୀ ରୋଡ୍ ସୋ’ କରିବେ । ତିନିଟି ସାଂଗଠନିକ ଜିଲ୍ଲାରେ ରାହୁଲଙ୍କ ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି । ୭ ଓ ୮ ତାରିଖରେ ସେ ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଭାରତ ଯୋଡ଼ ନ୍ୟାୟ ଯାତ୍ରା କରିବେ । ଓଡ଼ିଶାରେ ରାହୁଲ ଗାନ୍ଧୀ ପ୍ରାୟ ୨ ଶହ କିଲୋମିଟର ପଦଯାତ୍ରା କରିବେ ବୋଲି ପିସିସି ସଭାପତି ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    89 %
    2kmh
    100 %
    Sat
    30 °
    Sun
    25 °
    Mon
    24 °
    Tue
    23 °
    Wed
    24 °

    ସମ୍ବନ୍ଧିତ