Tuesday, March 10, 2026
29 C
Odisha

    ନକଲି ଜର୍ଦ୍ଦା କାରଖାନା ଉପରେ ଚଢ଼ାଉ: ଲୋଗୋ-ଷ୍ଟିକର-ଯନ୍ତ୍ରାଂଶ ଜବତ, ୨ ଗିରଫ

    ଆଗକୁ ପଢନ୍ତୁ

    ଭଦ୍ରକ: ଭଦ୍ରକ ପୁରୁଣାବଜାର ଥାନା ହେଲାସାହିରୁ ଗୁରୁବାର ଏକ ନକଲି ଜର୍ଦ୍ଦା କାରଖାନା ପୁଲିସ୍ ଠାବ କରିଛି। ନକଲି ଜର୍ଦ୍ଦା କାରଖାନାରୁ ପ୍ରାୟ ୫୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ନକଲି ଜର୍ଦ୍ଦା ପୋଲିସ ଜବତ କରିଛି।

    ଚଢ଼ାଉ ସମୟରେ ନାମିଦାମି ଲୋଗୋ, ଷ୍ଟିକର ଓ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଜବତ କରାଯାଇଥିବା ସୂଚନା ମିଳିଛି । ଏହା ସହିତ ବିଭିନ୍ନ ଯନ୍ତ୍ରାଂଶ ମଧ୍ୟ ଜବତ ହୋଇଛି। ଦୁଇଜଣଙ୍କୁ ଗିରଫ କରାଯାଇଛି। ତେବେ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଥିବା ପୁଲିସ୍ କହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29 ° C
    29 °
    29 °
    40 %
    2.7kmh
    39 %
    Tue
    31 °
    Wed
    38 °
    Thu
    38 °
    Fri
    39 °
    Sat
    40 °

    ସମ୍ବନ୍ଧିତ