Tuesday, March 3, 2026
33.9 C
Odisha

    ଆଜି ୩୪ ସହରରେ ବର୍ଷା ରେକର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ୨୫ ତାରିଖଠାରୁ ଓଡ଼ିଶାରେ ତାପମାତ୍ରା ପୁଣିଥରେ ବୃଦ୍ଧି ପାଇବ। ସ୍ଥାନେ ସ୍ଥାନେ ୪୬ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ଆଜି ୩୪ ସହରରେ ବର୍ଷା ରେକର୍ଡ କରାଯାଇଛି। ସର୍ବାଧିକ ୩୪ ମିଲିମିଟର ବର୍ଷା ବରଗଡ଼ରେ ହୋଇଥିବାବେଳେ ଆଗାମୀ ୨୪ ଘଣ୍ଟା ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ବିଶେଷ ଭାବେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିବ |

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33.9 ° C
    33.9 °
    33.9 °
    11 %
    3.6kmh
    6 %
    Tue
    35 °
    Wed
    37 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ