Monday, March 30, 2026
25.4 C
Odisha

    ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସୁଛି ବର୍ଷା। ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିକୋବର, ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଛୁଇଁଲା ମୌସୁମୀ । ସେହିପରି ଜୁନ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି । ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି। କାଁଭାଁ କାଳବୈଶାଖୀ ଦେଖିବାକୁ ମିଳୁଛି । ସେହିପରି ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ଏହା ଉତର ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାରେ ପରିଣତ ହେବ କି ନାର୍ହିଁ ତାହା ସ୍ପଷ୍ଟ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.4 ° C
    25.4 °
    25.4 °
    42 %
    2.3kmh
    1 %
    Mon
    41 °
    Tue
    39 °
    Wed
    40 °
    Thu
    40 °
    Fri
    39 °

    ସମ୍ବନ୍ଧିତ