Wednesday, May 21, 2025
37.4 C
Odisha

    ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସୁଛି ବର୍ଷା। ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିକୋବର, ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଛୁଇଁଲା ମୌସୁମୀ । ସେହିପରି ଜୁନ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି । ରାଜ୍ୟରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି। କାଁଭାଁ କାଳବୈଶାଖୀ ଦେଖିବାକୁ ମିଳୁଛି । ସେହିପରି ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ଏହା ଉତର ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାରେ ପରିଣତ ହେବ କି ନାର୍ହିଁ ତାହା ସ୍ପଷ୍ଟ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    37.4 ° C
    37.4 °
    37.4 °
    39 %
    4.7kmh
    88 %
    Wed
    37 °
    Thu
    39 °
    Fri
    34 °
    Sat
    38 °
    Sun
    36 °

    ସମ୍ବନ୍ଧିତ