Tuesday, October 22, 2024
29.1 C
Odisha

    ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବୌଦ୍ଧ,କନ୍ଧମାଳ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, କୋରୋପୁଟ, ମାଲକାନାଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଫୁଲବାଣୀ, ଖୋର୍ଦ୍ଧା ଓ ନୟାଗଡ଼ ଆଦିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    48 %
    2.9kmh
    6 %
    Tue
    29 °
    Wed
    28 °
    Thu
    27 °
    Fri
    26 °
    Sat
    22 °

    ସମ୍ବନ୍ଧିତ