Monday, April 6, 2026
23.6 C
Odisha

    ଡିସେମ୍ବର ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ-ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ହାଲୁକାରୁ ଅତ୍ୟନ୍ତ ହାଲୁଆ ଧରଣର ବର୍ଷା କିଛି ସ୍ଥାନରେ ହେବାର ଅଛି।

    ଗତ ୨୪ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡ଼ିଗ୍ରି ବଢ଼ିଛି। ଆଗାମୀ ୪୮ ଘଣ୍ଟା ଭିତରେ ଆହୁରି ୨ରୁ ୩ ଡିଗ୍ରି ପାରଦ ଖସିବ। ପରେ ତାପମାତ୍ରା ସାଧାରଣ ରହିବ। ଆଗାମୀ ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରା ୭.୨ ରାଉରକେଲାରେ ଦେଖା ଯାଇଥିଲା। ଝାରସୁଗୁଡ଼ାରେ ୮.୬, ସୁନ୍ଦରଗଡ଼ରେ ୮.୧, ଫୁଲବାଣୀ ଓ ବୌଦ୍ଧରେ ୧୦ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଦକ୍ଷିଣ ବଙ୍ଗୋସାଗରରେ ସୃଷ୍ଟ ଏକ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ