Wednesday, March 11, 2026
29.1 C
Odisha

    ୪୮ ଘଣ୍ଟା ଯାଏଁ ରାଜ୍ୟରେ ବର୍ଷା

    ଆଗକୁ ପଢନ୍ତୁ

    ୪୮ ଘଣ୍ଟା ଯାଏଁ ରାଜ୍ୟରେ ବର୍ଷା । ଉପକୂଳ ଓଡିଶାର କେତେକାଂଶରେ ଆକାଶ ମେଘାଛନ୍ନ ରହିବ । ଅଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଆଭ୍ୟନ୍ତର ଓ ପଶ୍ଚିମଓଡିଶାର କିଛି ଅଂଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ଦେବଗଡ, ବରଗଡ, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ଅନେକ ଅଂଚଳରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହି ସମୟରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତା ୪୮ ଘଣ୍ଟା ଯାଏଁ ଏଭଳି ସ୍ଥିତି ଲାଗି ରହିବ । ଏହାପରେ ଧିରେ ଧିରେ ପାଗରେ ସୁଧାର ଆସିପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    20 %
    2.6kmh
    0 %
    Wed
    31 °
    Thu
    38 °
    Fri
    39 °
    Sat
    40 °
    Sun
    37 °

    ସମ୍ବନ୍ଧିତ