Wednesday, October 23, 2024
21.7 C
Odisha

    ୪୮ ଘଣ୍ଟା ଯାଏଁ ରାଜ୍ୟରେ ବର୍ଷା

    ଆଗକୁ ପଢନ୍ତୁ

    ୪୮ ଘଣ୍ଟା ଯାଏଁ ରାଜ୍ୟରେ ବର୍ଷା । ଉପକୂଳ ଓଡିଶାର କେତେକାଂଶରେ ଆକାଶ ମେଘାଛନ୍ନ ରହିବ । ଅଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଆଭ୍ୟନ୍ତର ଓ ପଶ୍ଚିମଓଡିଶାର କିଛି ଅଂଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ଦେବଗଡ, ବରଗଡ, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ଅନେକ ଅଂଚଳରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହି ସମୟରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆସନ୍ତା ୪୮ ଘଣ୍ଟା ଯାଏଁ ଏଭଳି ସ୍ଥିତି ଲାଗି ରହିବ । ଏହାପରେ ଧିରେ ଧିରେ ପାଗରେ ସୁଧାର ଆସିପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ