Wednesday, April 29, 2026
29.7 C
Odisha

    ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ନାହିଁ ବାତ୍ୟା ଭୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ। ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍।

    ଏହା କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ। ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନଥିବା କହିଛନ୍ତି ଭାରତୀୟ ପାଣିପାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଏହାର ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.7 ° C
    29.7 °
    29.7 °
    54 %
    6.1kmh
    94 %
    Wed
    31 °
    Thu
    42 °
    Fri
    38 °
    Sat
    42 °
    Sun
    41 °

    ସମ୍ବନ୍ଧିତ