Friday, March 27, 2026
31.5 C
Odisha

    ୮ ଓ ୯ରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ରାଜ୍ୟର ପାଗ ବଦଳିବ। ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୮ ଓ ୯ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ୧୦ ତାରିଖରୁ ପୁଣି ଶୁଖିଲା ପାଗ ଅନୁଭୂତ ହେବ ବୋଲି ଜଣାଯାଇଛି। ଏଣେ ସକାଳେ କଟକ -ଭୁବନେଶ୍ବର ମଧ୍ୟବର୍ତ୍ତୀ ଫୁଲ ନଖରା ଠାରୁ ପଳାସୁଣୀ ଯାଏ ଝିପିଝିପି ବର୍ଷା ପରିଲକ୍ଷିତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    26 %
    2.6kmh
    57 %
    Fri
    33 °
    Sat
    39 °
    Sun
    40 °
    Mon
    40 °
    Tue
    38 °

    ସମ୍ବନ୍ଧିତ