Sunday, May 11, 2025
34.4 C
Odisha

    ଦୁଇ ଦିନ ପାଇଁ ୭ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତା ଦୁଇଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଗୁରୁବାର ଓ ଶୁକ୍ରବାର ପୁରୀ, ଗଞ୍ଜାମ,ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଓ ନୟାଗଡରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
    ଦାରିଙ୍ଗିବାଡିରେ ରାତିର ତାପମାତ୍ରା ୧୬.୫ ଓ ନବରଙ୍ଗପୁରରେ ୧୬.୬ ଡିଗ୍ରି ରେକର୍ଡ଼ ହୋଇଛି। ଭବାନୀପାଟଣା ଓ ରାୟଗଡାରେ ୧୭ ଡିଗ୍ରି, କୋରାପୁଟ ରେ ୧୭.୮, ବଲାଙ୍ଗୀରରେ ୧୭.୯, ରାଉରକେଲାରେ ୧୮.୮, ହୀରାକୁଦରେ ୧୯.୧, ସୁନ୍ଦରଗଡ ଓ ଝାରସୁଗୁଡାରେ ୧୮.୨, ଅନୁଗୁଳରେ ୧୮.୬, ସୋନପୁର ଓ ଟିଟିଲାଗଡରେ ୨୦, ମାଲକାନଗିରିରେ ସର୍ବନିମ୍ନ ତାପମାତ୍ରା ୨୦.୫ ଡିଗ୍ରି ତାପମାତ୍ରା ରେକର୍ଡ଼ କରାଯାଇଛି।

    ଏବେ ରାଜ୍ୟ ବିଭିନ୍ନ ଅଞ୍ଚଳରେ ଶୁଖିଲା ପାଗ ରହିଥିବା ବେଳେ ଆଗକୁ କୁହୁଡି ସହିତ ଥଣ୍ତା ପଡ଼ିବ । ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ କହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.4 ° C
    34.4 °
    34.4 °
    27 %
    0.4kmh
    0 %
    Sun
    42 °
    Mon
    42 °
    Tue
    43 °
    Wed
    43 °
    Thu
    43 °

    ସମ୍ବନ୍ଧିତ