Sunday, September 20, 2026
23.4 C
Odisha

    ୨୬ ତାରିଖରୁ ରାଜ୍ୟରେ ବଢିବ ବର୍ଷା

    ଆଗକୁ ପଢନ୍ତୁ

    ରାଜ୍ୟରେ ୨୬ ତାରିଖରୁ ବଢିବ ବର୍ଷା । ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି । ମିଳିଥିବା ସୂଚନା ମୁତାବକ, ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଯାହାର ପ୍ରଭାବରେ ୨୬ ରୁ ବଢିବ ବର୍ଷା । ତେବେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ପାଣିପାଗ ବିଭାଗର ସୂଚନା ମୁତାବକ, ଆସନ୍ତା ୫ ଦିନ ବର୍ଷା ହେବ ଏବଂ ଆଗାମୀ ୪୮ ଘଣ୍ଟା ହାଲୁକା ବର୍ଷା ହେବ । ୨୬ରୁ ବଢିବ ବର୍ଷାର ବିସ୍ତୃତି। ୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଇପାରେ। ଆସନ୍ତା ତିନି ଦିନ ଉପକୂଳ, ଦକ୍ଷିଣ ଅଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ୩୦ ରୁ ୪୦କିମି ବେଗରେ ପବନ ବହିପାରେ, ଏହାକୁ ନଜରରେ ରଖିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.4 ° C
    23.4 °
    23.4 °
    96 %
    1.5kmh
    69 %
    Sun
    30 °
    Mon
    29 °
    Tue
    30 °
    Wed
    27 °
    Thu
    25 °

    ସମ୍ବନ୍ଧିତ