Monday, June 29, 2026
29.6 C
Odisha

    ଗଣପର୍ବ ରଜ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ରଜ ପର୍ବ। ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଟ୍ବିଟ୍ କରି କହିଛନ୍ତି ଯେ, ପହିଲି ରଜ ଉପଲକ୍ଷେ ଓଡ଼ିଶା ବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ସାଦର ଅଭିନନ୍ଦନ । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଅନନ୍ୟ ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ ଆଣିଦେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.6 ° C
    29.6 °
    29.6 °
    66 %
    1.5kmh
    100 %
    Mon
    29 °
    Tue
    34 °
    Wed
    32 °
    Thu
    31 °
    Fri
    30 °

    ସମ୍ବନ୍ଧିତ