Monday, October 19, 2026
21.9 C
Odisha

    ଟସ୍ ଜିତିଲା ରାଜସ୍ଥାନ ରୟାର୍ଲ୍ସ : ପ୍ରଥମେ ବୋଲିଂ ନିଷ୍ପତ୍ତି

    ଆଗକୁ ପଢନ୍ତୁ

    ଚଣ୍ଡିଗଡ଼: ଆଇପିଏଲର ୨୭ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ୍ (ପିବିକେଏସ୍) ଏବଂ ରାଜସ୍ଥାନ ରୟାର୍ଲ୍ସ (ଆରଆର) ମୁହାଁମୁହିଁ ହୋଇଛନ୍ତି। ପଞ୍ଜାବର ଚଣ୍ଡିଗଡ଼ର ମୁଲାନପୁରର ମହାରାଜା ୟଦବିନ୍ଦର ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ମ୍ୟାଚ୍‌ରେ ରାଜସ୍ଥାନ ରୟାର୍ଲ୍ସ ଅଧିନାୟକ ସଞ୍ଜୁ ସାମସନ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ପଞ୍ଜାବ କିଙ୍ଗସ୍ ଅଧିନାୟକ ଶିଖର ଧାୱନଙ୍କ ନେତୃତ୍ବରେ ବ୍ୟାଟିଂ କରିବା ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ